Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 57

ଗୀତସଂହିତା 57:4-7

Help us?
Click on verse(s) to share them!
4ମୁଁ ସିଂହମାନଙ୍କ ମଧ୍ୟରେ ଅଛି; ମୁଁ ପ୍ରଜ୍ୱଳିତ ଲୋକମାନଙ୍କ ମଧ୍ୟରେ, ଯେଉଁ ମନୁଷ୍ୟ-ସନ୍ତାନଗଣର ଦନ୍ତ ବର୍ଚ୍ଛା ଓ ତୀର ତୁଲ୍ୟ, ପୁଣି, ଜିହ୍ୱା ତୀକ୍ଷ୍ଣ ଖଡ୍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ।
5ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ।
6ସେମାନେ ମୋ’ ଚରଣ ପାଇଁ ଜାଲ ପ୍ରସ୍ତୁତ କରିଅଛନ୍ତି; ମୋ’ ପ୍ରାଣ ଅବନତ ହୋଇଅଛି; ସେମାନେ ମୋ’ ସମ୍ମୁଖରେ ଗର୍ତ୍ତ ଖୋଳି ଅଛନ୍ତି; ମାତ୍ର ସେମାନେ ନିଜେ ତହିଁ ମଧ୍ୟରେ ପତିତ ହୋଇଅଛନ୍ତି। ସେଲା
7ହେ ପରମେଶ୍ୱର, ମୋ’ ଚିତ୍ତ ସୁସ୍ଥିର ଅଛି, ମୋ’ ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ପ୍ରଶଂସା ଗାନ କରିବି।

Read ଗୀତସଂହିତା 57ଗୀତସଂହିତା 57
Compare ଗୀତସଂହିତା 57:4-7ଗୀତସଂହିତା 57:4-7