Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 57

ଗୀତସଂହିତା 57:7-11

Help us?
Click on verse(s) to share them!
7ହେ ପରମେଶ୍ୱର, ମୋ’ ଚିତ୍ତ ସୁସ୍ଥିର ଅଛି, ମୋ’ ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ପ୍ରଶଂସା ଗାନ କରିବି।
8ହେ ମୋହର ଗୌରବ, ଜାଗ୍ରତ ହୁଅ; ହେ ନେବଲ ଓ ବୀଣେ, ଜାଗ୍ରତ ହୁଅ; ମୁଁ ନିଜେ ଅତି ପ୍ରଭାତରେ ଜାଗ୍ରତ ହେବି।
9ହେ ପ୍ରଭୁ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ଦେଶୀୟଗଣ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି।
10କାରଣ ତୁମ୍ଭର ଦୟା ସ୍ୱର୍ଗ ପର୍ଯ୍ୟନ୍ତ ମହତ ଓ ତୁମ୍ଭର ସତ୍ୟତା ଆକାଶ ପର୍ଯ୍ୟନ୍ତ।
11ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ।

Read ଗୀତସଂହିତା 57ଗୀତସଂହିତା 57
Compare ଗୀତସଂହିତା 57:7-11ଗୀତସଂହିତା 57:7-11