Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 58

ଗୀତସଂହିତା 58:2-5

Help us?
Click on verse(s) to share them!
2ବରଞ୍ଚ ତୁମ୍ଭେମାନେ ହୃଦୟରେ ଦୁଷ୍ଟତା ସାଧନ କରୁଅଛ; ତୁମ୍ଭେମାନେ ଦେଶରେ ସ୍ୱହସ୍ତର ଦୌରାତ୍ମ୍ୟ ତୌଲୁଅଛ।
3ଦୁଷ୍ଟମାନେ ଗର୍ଭରୁ ବିପଥଗାମୀ; ସେମାନେ ଜନ୍ମଠାରୁ ମିଥ୍ୟା କହି କହି ବିପଥରେ ଗମନ କରନ୍ତି।
4ସେମାନଙ୍କର ବିଷ ସର୍ପର ବିଷ ତୁଲ୍ୟ; ସେମାନେ କର୍ଣ୍ଣରୋଧକାରିଣୀ ବଧିରା କାଳସର୍ପିଣୀ ତୁଲ୍ୟ;
5ସାପୁଡ଼ିଆମାନେ ଯେତେ ନିପୁଣ ଭାବରେ ମନ୍ତ୍ର ପଢ଼ିଲେ ହେଁ, ସେ ସେମାନଙ୍କ ସ୍ୱର ଶୁଣେ ନାହିଁ।

Read ଗୀତସଂହିତା 58ଗୀତସଂହିତା 58
Compare ଗୀତସଂହିତା 58:2-5ଗୀତସଂହିତା 58:2-5