Text copied!
Bibles in Odia

ଗୀତସଂହିତା 58:5-6 in Odia

Help us?

ଗୀତସଂହିତା 58:5-6 in ଓଡିଆ ବାଇବେଲ

5 ସାପୁଡ଼ିଆମାନେ ଯେତେ ନିପୁଣ ଭାବରେ ମନ୍ତ୍ର ପଢ଼ିଲେ ହେଁ, ସେ ସେମାନଙ୍କ ସ୍ୱର ଶୁଣେ ନାହିଁ।
6 ହେ ପରମେଶ୍ୱର, ସେମାନଙ୍କ ମୁଖରେ ସେମାନଙ୍କ ଦନ୍ତ ଭାଙ୍ଗି ପକାଅ; ହେ ସଦାପ୍ରଭୁ, ଯୁବା ସିଂହମାନଙ୍କର କଳଦନ୍ତ ଭାଙ୍ଗି ପକାଅ।
ଗୀତସଂହିତା 58 in ଓଡିଆ ବାଇବେଲ