Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 59

ଗୀତସଂହିତା 59:1

Help us?
Click on verse(s) to share them!
1ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍‍-ତଶ୍‍ହେତ୍‍ ସ୍ୱରରେ ଦାଉଦଙ୍କର ଗୀତ। ମିକ୍ତାମ୍‍; ଶାଉଲ ଲୋକ ପଠାନ୍ତେ, ସେମାନେ ଦାଉଦଙ୍କୁ ବଧ କରିବା ପାଇଁ ତାଙ୍କର ଗୃହ ଜଗି ବସିବା ସମୟରେ ରଚିତ। ହେ ମୋହର ପରମେଶ୍ୱର, ମୋ’ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୋ’ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କଠାରୁ ମୋତେ ଉଚ୍ଚରେ ସ୍ଥାପନ କର।

Read ଗୀତସଂହିତା 59ଗୀତସଂହିତା 59
Compare ଗୀତସଂହିତା 59:1ଗୀତସଂହିତା 59:1