Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 59

ଗୀତସଂହିତା 59:12-13

Help us?
Click on verse(s) to share them!
12ସେମାନଙ୍କ ମୁଖର ପାପ ଓ ସେମାନଙ୍କ ଓଷ୍ଠାଧରର ବାକ୍ୟ, ପୁଣି, ସେମାନଙ୍କର କଥିତ ଅଭିଶାପ ଓ ମିଥ୍ୟା ସକାଶୁ ସେମାନେ ଆପଣା ଆପଣା ଅହଙ୍କାରରେ ଧରା ଯାଉନ୍ତୁ।
13ଯେପରି ସେମାନେ ଆଉ ନ ଥିବେ, ଏଥିପାଇଁ ସେମାନଙ୍କୁ କୋପରେ ସଂହାର କର, ସେମାନଙ୍କୁ ସଂହାର କର; ପୁଣି, ପରମେଶ୍ୱର ଯେ ଯାକୁବ ମଧ୍ୟରେ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରନ୍ତି, ଏହା ସେମାନେ ଜ୍ଞାତ ହେଉନ୍ତୁ। ସେଲା

Read ଗୀତସଂହିତା 59ଗୀତସଂହିତା 59
Compare ଗୀତସଂହିତା 59:12-13ଗୀତସଂହିତା 59:12-13