Text copied!
Bibles in Odia

ଗୀତସଂହିତା 59:12-13 in Odia

Help us?

ଗୀତସଂହିତା 59:12-13 in ଓଡିଆ ବାଇବେଲ

12 ସେମାନଙ୍କ ମୁଖର ପାପ ଓ ସେମାନଙ୍କ ଓଷ୍ଠାଧରର ବାକ୍ୟ, ପୁଣି, ସେମାନଙ୍କର କଥିତ ଅଭିଶାପ ଓ ମିଥ୍ୟା ସକାଶୁ ସେମାନେ ଆପଣା ଆପଣା ଅହଙ୍କାରରେ ଧରା ଯାଉନ୍ତୁ।
13 ଯେପରି ସେମାନେ ଆଉ ନ ଥିବେ, ଏଥିପାଇଁ ସେମାନଙ୍କୁ କୋପରେ ସଂହାର କର, ସେମାନଙ୍କୁ ସଂହାର କର; ପୁଣି, ପରମେଶ୍ୱର ଯେ ଯାକୁବ ମଧ୍ୟରେ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରନ୍ତି, ଏହା ସେମାନେ ଜ୍ଞାତ ହେଉନ୍ତୁ। ସେଲା
ଗୀତସଂହିତା 59 in ଓଡିଆ ବାଇବେଲ