13ଯେପରି ସେମାନେ ଆଉ ନ ଥିବେ, ଏଥିପାଇଁ ସେମାନଙ୍କୁ କୋପରେ ସଂହାର କର, ସେମାନଙ୍କୁ ସଂହାର କର; ପୁଣି, ପରମେଶ୍ୱର ଯେ ଯାକୁବ ମଧ୍ୟରେ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରନ୍ତି, ଏହା ସେମାନେ ଜ୍ଞାତ ହେଉନ୍ତୁ। ସେଲା
14ଆଉ, ସେମାନେ ସନ୍ଧ୍ୟାବେଳେ ଫେରି ଆସି କୁକ୍କୁର ପରି ଶବ୍ଦ କରନ୍ତୁ ଓ ନଗର ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତୁ।