Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 59

ଗୀତସଂହିତା 59:16-17

Help us?
Click on verse(s) to share them!
16ମାତ୍ର ମୁଁ ତୁମ୍ଭ ପରାକ୍ରମ ବିଷୟ ଗାନ କରିବି ଓ ପ୍ରଭାତରେ ତୁମ୍ଭ ଦୟା ବିଷୟ ଉଚ୍ଚସ୍ୱରରେ ଗାନ କରିବି; କାରଣ ତୁମ୍ଭେ ମୋହର ଉଚ୍ଚ ଦୁର୍ଗ ଓ ବିପଦ ଦିନରେ ଆଶ୍ରୟ ସ୍ୱରୂପ ହୋଇଅଛ।
17ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି; ଯେଣୁ ପରମେଶ୍ୱର ମୋହର ଉଚ୍ଚ ଦୁର୍ଗ, ମୋହର ଦୟାବାନ ପରମେଶ୍ୱର।

Read ଗୀତସଂହିତା 59ଗୀତସଂହିତା 59
Compare ଗୀତସଂହିତା 59:16-17ଗୀତସଂହିତା 59:16-17