Text copied!
Bibles in Odia

ଗୀତସଂହିତା 59:16-17 in Odia

Help us?

ଗୀତସଂହିତା 59:16-17 in ଓଡିଆ ବାଇବେଲ

16 ମାତ୍ର ମୁଁ ତୁମ୍ଭ ପରାକ୍ରମ ବିଷୟ ଗାନ କରିବି ଓ ପ୍ରଭାତରେ ତୁମ୍ଭ ଦୟା ବିଷୟ ଉଚ୍ଚସ୍ୱରରେ ଗାନ କରିବି; କାରଣ ତୁମ୍ଭେ ମୋହର ଉଚ୍ଚ ଦୁର୍ଗ ଓ ବିପଦ ଦିନରେ ଆଶ୍ରୟ ସ୍ୱରୂପ ହୋଇଅଛ।
17 ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି; ଯେଣୁ ପରମେଶ୍ୱର ମୋହର ଉଚ୍ଚ ଦୁର୍ଗ, ମୋହର ଦୟାବାନ ପରମେଶ୍ୱର।
ଗୀତସଂହିତା 59 in ଓଡିଆ ବାଇବେଲ