Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 59

ଗୀତସଂହିତା 59:2-6

Help us?
Click on verse(s) to share them!
2ଅଧର୍ମାଚାରୀମାନଙ୍କଠାରୁ ମୋତେ ଉଦ୍ଧାର କର, ରକ୍ତପିପାସୁ ଲୋକମାନଙ୍କଠାରୁ ମୋତେ ରକ୍ଷା କର।
3କାରଣ ଦେଖ, ସେମାନେ ମୋ’ ପ୍ରାଣ ପାଇଁ ଛକି ବସନ୍ତି; ବଳବାନମାନେ ମୋ’ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି; ହେ ସଦାପ୍ରଭୁ, ମୋହର ଅପରାଧ କିଅବା ମୋ’ ପାପ ସକାଶୁ ନୁହେଁ।
4ମୋହର ବିନା ଦୋଷରେ ସେମାନେ ଦଉଡ଼ି ପ୍ରସ୍ତୁତ ହୁଅନ୍ତି; ତୁମ୍ଭେ ମୋହର ସାହାଯ୍ୟ ପାଇଁ ଜାଗ ଓ ଦୃଷ୍ଟିପାତ କର।
5ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ହିଁ ଅନ୍ୟ ଦେଶୀୟ ସମସ୍ତଙ୍କୁ ପ୍ରତିଫଳ ଦେବା ପାଇଁ ଉଠ; କୌଣସି ଦୁଷ୍ଟ ଅଧର୍ମକାରୀମାନଙ୍କୁ ଦୟା କର ନାହିଁ। ସେଲା
6ସେମାନେ ସନ୍ଧ୍ୟାକାଳେ ଫେରି ଆସି କୁକ୍କୁର ପରି ଶବ୍ଦ କରନ୍ତି ଓ ନଗର ଚାରିଆଡ଼େ ଭ୍ରମଣ କରନ୍ତି।

Read ଗୀତସଂହିତା 59ଗୀତସଂହିତା 59
Compare ଗୀତସଂହିତା 59:2-6ଗୀତସଂହିତା 59:2-6