Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 59

ଗୀତସଂହିତା 59:3-4

Help us?
Click on verse(s) to share them!
3କାରଣ ଦେଖ, ସେମାନେ ମୋ’ ପ୍ରାଣ ପାଇଁ ଛକି ବସନ୍ତି; ବଳବାନମାନେ ମୋ’ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି; ହେ ସଦାପ୍ରଭୁ, ମୋହର ଅପରାଧ କିଅବା ମୋ’ ପାପ ସକାଶୁ ନୁହେଁ।
4ମୋହର ବିନା ଦୋଷରେ ସେମାନେ ଦଉଡ଼ି ପ୍ରସ୍ତୁତ ହୁଅନ୍ତି; ତୁମ୍ଭେ ମୋହର ସାହାଯ୍ୟ ପାଇଁ ଜାଗ ଓ ଦୃଷ୍ଟିପାତ କର।

Read ଗୀତସଂହିତା 59ଗୀତସଂହିତା 59
Compare ଗୀତସଂହିତା 59:3-4ଗୀତସଂହିତା 59:3-4