Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 59

ଗୀତସଂହିତା 59:4-5

Help us?
Click on verse(s) to share them!
4ମୋହର ବିନା ଦୋଷରେ ସେମାନେ ଦଉଡ଼ି ପ୍ରସ୍ତୁତ ହୁଅନ୍ତି; ତୁମ୍ଭେ ମୋହର ସାହାଯ୍ୟ ପାଇଁ ଜାଗ ଓ ଦୃଷ୍ଟିପାତ କର।
5ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ହିଁ ଅନ୍ୟ ଦେଶୀୟ ସମସ୍ତଙ୍କୁ ପ୍ରତିଫଳ ଦେବା ପାଇଁ ଉଠ; କୌଣସି ଦୁଷ୍ଟ ଅଧର୍ମକାରୀମାନଙ୍କୁ ଦୟା କର ନାହିଁ। ସେଲା

Read ଗୀତସଂହିତା 59ଗୀତସଂହିତା 59
Compare ଗୀତସଂହିତା 59:4-5ଗୀତସଂହିତା 59:4-5