Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 59

ଗୀତସଂହିତା 59:5-7

Help us?
Click on verse(s) to share them!
5ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ହିଁ ଅନ୍ୟ ଦେଶୀୟ ସମସ୍ତଙ୍କୁ ପ୍ରତିଫଳ ଦେବା ପାଇଁ ଉଠ; କୌଣସି ଦୁଷ୍ଟ ଅଧର୍ମକାରୀମାନଙ୍କୁ ଦୟା କର ନାହିଁ। ସେଲା
6ସେମାନେ ସନ୍ଧ୍ୟାକାଳେ ଫେରି ଆସି କୁକ୍କୁର ପରି ଶବ୍ଦ କରନ୍ତି ଓ ନଗର ଚାରିଆଡ଼େ ଭ୍ରମଣ କରନ୍ତି।
7ଦେଖ, ସେମାନେ ଆପଣା ଆପଣା ମୁଖରୁ ଉଦ୍‍ଗାର କରନ୍ତି; ସେମାନଙ୍କ ଓଷ୍ଠାଧରରେ ଖଡ୍ଗ ଥାଏ; କାରଣ ସେମାନେ କହନ୍ତି, କିଏ ଆମ୍ଭମାନଙ୍କୁ ଶୁଣିବ ?

Read ଗୀତସଂହିତା 59ଗୀତସଂହିତା 59
Compare ଗୀତସଂହିତା 59:5-7ଗୀତସଂହିତା 59:5-7