Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 59

ଗୀତସଂହିତା 59:8-10

Help us?
Click on verse(s) to share them!
8ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ପ୍ରତି ହସିବ; ତୁମ୍ଭେ ଅନ୍ୟ ଦେଶୀୟ ସମସ୍ତଙ୍କୁ ବିଦ୍ରୂପ କରିବ।
9ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭର ଅନୁସରଣ କରିବି; କାରଣ ପରମେଶ୍ୱର ମୋହର ଉଚ୍ଚ ଦୁର୍ଗ ଅଟନ୍ତି।
10ମୋହର ଦୟାବାନ ପରମେଶ୍ୱର ମୋହର ସମ୍ମୁଖବର୍ତ୍ତୀ ହେବେ; ପରମେଶ୍ୱର ମୋ’ ଶତ୍ରୁମାନଙ୍କ ଉପରେ ମୋ’ ବାଞ୍ଛା ସଫଳ ହେବାର ମୋତେ ଦେଖାଇବେ।

Read ଗୀତସଂହିତା 59ଗୀତସଂହିତା 59
Compare ଗୀତସଂହିତା 59:8-10ଗୀତସଂହିତା 59:8-10