Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 5

ଗୀତସଂହିତା 5:2-7

Help us?
Click on verse(s) to share them!
2ହେ ମୋହର ରାଜନ୍‍, ହେ ମୋହର ପରମେଶ୍ୱର, ମୋହର ଆର୍ତ୍ତରବରେ ମନୋଯୋଗ କର, କାରଣ ତୁମ୍ଭ ନିକଟରେ ମୁଁ ପ୍ରାର୍ଥନା କରେ।
3ହେ ସଦାପ୍ରଭୁ, ତୁମ୍ଭେ ପ୍ରାତଃକାଳରେ ମୋହର ରବ ଶୁଣିବ; ମୁଁ ପ୍ରାତଃକାଳରେ ତୁମ୍ଭ ନିକଟରେ ଆପଣା ପ୍ରାର୍ଥନା ସଜାଇବି ଓ ଜଗି ରହିବି।
4କାରଣ ତୁମ୍ଭେ ଦୁଷ୍ଟତାରେ ସନ୍ତୁଷ୍ଟ ପରମେଶ୍ୱର ନୁହଁ; ମନ୍ଦ ତୁମ୍ଭ ସଙ୍ଗେ ପ୍ରବାସ କରିବ ନାହିଁ।
5ଅହଂକାରୀ ତୁମ୍ଭ ସାକ୍ଷାତରେ ଠିଆ ହେବ ନାହିଁ; ତୁମ୍ଭେ ସମସ୍ତ ଅଧର୍ମାଚାରୀଙ୍କୁ ଘୃଣା କରୁଅଛ।
6ତୁମ୍ଭେ ମିଥ୍ୟାବାଦୀମାନଙ୍କୁ ବିନାଶ କରିବ; ସଦାପ୍ରଭୁ ହତ୍ୟାକାରୀ ଓ ପ୍ରବଞ୍ଚକ ଲୋକକୁ ଘୃଣା କରନ୍ତି।
7ମାତ୍ର ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର ବାହୁଲ୍ୟରେ, ତୁମ୍ଭ ଗୃହକୁ ଆସିବି; ମୁଁ ତୁମ୍ଭ ଭୟରେ ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ପ୍ରଣାମ କରିବି।

Read ଗୀତସଂହିତା 5ଗୀତସଂହିତା 5
Compare ଗୀତସଂହିତା 5:2-7ଗୀତସଂହିତା 5:2-7