Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 5

ଗୀତସଂହିତା 5:4-6

Help us?
Click on verse(s) to share them!
4କାରଣ ତୁମ୍ଭେ ଦୁଷ୍ଟତାରେ ସନ୍ତୁଷ୍ଟ ପରମେଶ୍ୱର ନୁହଁ; ମନ୍ଦ ତୁମ୍ଭ ସଙ୍ଗେ ପ୍ରବାସ କରିବ ନାହିଁ।
5ଅହଂକାରୀ ତୁମ୍ଭ ସାକ୍ଷାତରେ ଠିଆ ହେବ ନାହିଁ; ତୁମ୍ଭେ ସମସ୍ତ ଅଧର୍ମାଚାରୀଙ୍କୁ ଘୃଣା କରୁଅଛ।
6ତୁମ୍ଭେ ମିଥ୍ୟାବାଦୀମାନଙ୍କୁ ବିନାଶ କରିବ; ସଦାପ୍ରଭୁ ହତ୍ୟାକାରୀ ଓ ପ୍ରବଞ୍ଚକ ଲୋକକୁ ଘୃଣା କରନ୍ତି।

Read ଗୀତସଂହିତା 5ଗୀତସଂହିତା 5
Compare ଗୀତସଂହିତା 5:4-6ଗୀତସଂହିତା 5:4-6