Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 60

ଗୀତସଂହିତା 60:11-12

Help us?
Click on verse(s) to share them!
11ବିପକ୍ଷ ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା।
12ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେମାନେ ବୀରର କର୍ମ କରିବା; ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ।

Read ଗୀତସଂହିତା 60ଗୀତସଂହିତା 60
Compare ଗୀତସଂହିତା 60:11-12ଗୀତସଂହିତା 60:11-12