Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 60

ଗୀତସଂହିତା 60:2-3

Help us?
Click on verse(s) to share them!
2ତୁମ୍ଭେ ଦେଶକୁ କମ୍ପିତ କରିଅଛ; ତୁମ୍ଭେ ତାହାକୁ ବିଦୀର୍ଣ୍ଣ କରିଅଛ; ତହିଁର ଭଗ୍ନସ୍ଥାନର ପ୍ରତିକାର କର; କାରଣ ତାହା ଟଳ ଟଳ ହେଉଅଛି।
3ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ।

Read ଗୀତସଂହିତା 60ଗୀତସଂହିତା 60
Compare ଗୀତସଂହିତା 60:2-3ଗୀତସଂହିତା 60:2-3