Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 60

ଗୀତସଂହିତା 60:2-6

Help us?
Click on verse(s) to share them!
2ତୁମ୍ଭେ ଦେଶକୁ କମ୍ପିତ କରିଅଛ; ତୁମ୍ଭେ ତାହାକୁ ବିଦୀର୍ଣ୍ଣ କରିଅଛ; ତହିଁର ଭଗ୍ନସ୍ଥାନର ପ୍ରତିକାର କର; କାରଣ ତାହା ଟଳ ଟଳ ହେଉଅଛି।
3ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ।
4ସତ୍ୟତା ପକ୍ଷରେ ପ୍ରକାଶ କରିବା ନିମନ୍ତେ ତୁମ୍ଭେ ଆପଣା ଭୟକାରୀମାନଙ୍କୁ ଏକ ପତାକା ଦେଇଅଛ। ସେଲା
5ଯେପରି ତୁମ୍ଭ ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କର ଓ ଆମ୍ଭମାନଙ୍କୁ ଉତ୍ତର ଦିଅ।
6ପରମେଶ୍ୱର ଆପଣା ପବିତ୍ର ସ୍ଥାନରେ କହିଅଛନ୍ତି; “ଆମ୍ଭେ ଉଲ୍ଲାସ କରିବା; ଆମ୍ଭେ ଶିଖିମକୁ ବିଭାଗ କରିବା ଓ ସୁକ୍‍କୋତ ଉପତ୍ୟକାକୁ ମାପିବା।

Read ଗୀତସଂହିତା 60ଗୀତସଂହିତା 60
Compare ଗୀତସଂହିତା 60:2-6ଗୀତସଂହିତା 60:2-6