Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 60

ଗୀତସଂହିତା 60:4-8

Help us?
Click on verse(s) to share them!
4ସତ୍ୟତା ପକ୍ଷରେ ପ୍ରକାଶ କରିବା ନିମନ୍ତେ ତୁମ୍ଭେ ଆପଣା ଭୟକାରୀମାନଙ୍କୁ ଏକ ପତାକା ଦେଇଅଛ। ସେଲା
5ଯେପରି ତୁମ୍ଭ ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କର ଓ ଆମ୍ଭମାନଙ୍କୁ ଉତ୍ତର ଦିଅ।
6ପରମେଶ୍ୱର ଆପଣା ପବିତ୍ର ସ୍ଥାନରେ କହିଅଛନ୍ତି; “ଆମ୍ଭେ ଉଲ୍ଲାସ କରିବା; ଆମ୍ଭେ ଶିଖିମକୁ ବିଭାଗ କରିବା ଓ ସୁକ୍‍କୋତ ଉପତ୍ୟକାକୁ ମାପିବା।
7ଗିଲୀୟଦ ଆମ୍ଭର ଓ ମନଃଶି ଆମ୍ଭର; ମଧ୍ୟ ଇଫ୍ରୟିମ ଆମ୍ଭ ମସ୍ତକର ଆଶ୍ରୟ; ଯିହୁଦା ଆମ୍ଭର ରାଜଦଣ୍ଡ।
8ମୋୟାବ ଆମ୍ଭର ପ୍ରକ୍ଷାଳନ-ପାତ୍ର; ଆମ୍ଭେ ଇଦୋମ ଉପରେ ଆପଣା ପାଦୁକା ପକାଇବା; ହେ ପଲେଷ୍ଟୀୟା, ତୁମ୍ଭେ ଆମ୍ଭ ସକାଶୁ ଉଚ୍ଚ ଧ୍ୱନି କର।

Read ଗୀତସଂହିତା 60ଗୀତସଂହିତା 60
Compare ଗୀତସଂହିତା 60:4-8ଗୀତସଂହିତା 60:4-8