Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 61

ଗୀତସଂହିତା 61:1-5

Help us?
Click on verse(s) to share them!
1ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ଗୀତ। ହେ ପରମେଶ୍ୱର, ମୋହର କାକୂକ୍ତି ଶୁଣ; ମୋ’ ପ୍ରାର୍ଥନାରେ ମନୋଯୋଗ କର।
2ମୋ’ ମନ ଉଦ୍‍ବିଗ୍ନ ହେବା ବେଳେ ମୁଁ ପୃଥିବୀର ପ୍ରାନ୍ତରୁ ତୁମ୍ଭକୁ ଡାକିବି; ମୋ’ଠାରୁ ଉଚ୍ଚତର ଶୈଳକୁ ମୋତେ ନେଇଯାଅ।
3କାରଣ ତୁମ୍ଭେ ମୋ’ ନିମନ୍ତେ ଆଶ୍ରୟ ଓ ଶତ୍ରୁଠାରୁ ଦୃଢ଼ ଦୁର୍ଗ ସ୍ୱରୂପ ହୋଇଅଛ।
4ମୁଁ ସଦାକାଳ ତୁମ୍ଭ ତମ୍ବୁରେ ବାସ କରିବି; ମୁଁ ତୁମ୍ଭ ପକ୍ଷର ଉହାଡ଼ରେ ଆଶ୍ରୟ ନେବି।
5କାରଣ ହେ ପରମେଶ୍ୱର, ତୁମ୍ଭେ ମୋହର ମାନତସବୁ ଶୁଣିଅଛ; ତୁମ୍ଭେ ଆପଣା ନାମର ଭୟକାରୀମାନଙ୍କ ଅଧିକାର ଆମ୍ଭକୁ ଦେଇଅଛ।

Read ଗୀତସଂହିତା 61ଗୀତସଂହିତା 61
Compare ଗୀତସଂହିତା 61:1-5ଗୀତସଂହିତା 61:1-5