Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 61

ଗୀତସଂହିତା 61:5-8

Help us?
Click on verse(s) to share them!
5କାରଣ ହେ ପରମେଶ୍ୱର, ତୁମ୍ଭେ ମୋହର ମାନତସବୁ ଶୁଣିଅଛ; ତୁମ୍ଭେ ଆପଣା ନାମର ଭୟକାରୀମାନଙ୍କ ଅଧିକାର ଆମ୍ଭକୁ ଦେଇଅଛ।
6ତୁମ୍ଭେ ରାଜାଙ୍କ ଆୟୁ ବୃଦ୍ଧି କରିବ; ତାଙ୍କ ବର୍ଷ ଅନେକ ପୁରୁଷାନୁକ୍ରମ ତୁଲ୍ୟ ହେବ।
7ସେ ସଦାକାଳ ପରମେଶ୍ୱରଙ୍କ ସମ୍ମୁଖରେ ବାସ କରିବେ; ତାଙ୍କ ରକ୍ଷା ନିମନ୍ତେ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ପ୍ରସ୍ତୁତ କର।
8ତହୁଁ ମୁଁ ସଦାକାଳ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି ଓ ଦିନକୁ ଦିନ ଆପଣା ମାନତ ପୂର୍ଣ୍ଣ କରିବି।

Read ଗୀତସଂହିତା 61ଗୀତସଂହିତା 61
Compare ଗୀତସଂହିତା 61:5-8ଗୀତସଂହିତା 61:5-8