Text copied!
Bibles in Odia

ଗୀତସଂହିତା 61:5-8 in Odia

Help us?

ଗୀତସଂହିତା 61:5-8 in ଓଡିଆ ବାଇବେଲ

5 କାରଣ ହେ ପରମେଶ୍ୱର, ତୁମ୍ଭେ ମୋହର ମାନତସବୁ ଶୁଣିଅଛ; ତୁମ୍ଭେ ଆପଣା ନାମର ଭୟକାରୀମାନଙ୍କ ଅଧିକାର ଆମ୍ଭକୁ ଦେଇଅଛ।
6 ତୁମ୍ଭେ ରାଜାଙ୍କ ଆୟୁ ବୃଦ୍ଧି କରିବ; ତାଙ୍କ ବର୍ଷ ଅନେକ ପୁରୁଷାନୁକ୍ରମ ତୁଲ୍ୟ ହେବ।
7 ସେ ସଦାକାଳ ପରମେଶ୍ୱରଙ୍କ ସମ୍ମୁଖରେ ବାସ କରିବେ; ତାଙ୍କ ରକ୍ଷା ନିମନ୍ତେ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ପ୍ରସ୍ତୁତ କର।
8 ତହୁଁ ମୁଁ ସଦାକାଳ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି ଓ ଦିନକୁ ଦିନ ଆପଣା ମାନତ ପୂର୍ଣ୍ଣ କରିବି।
ଗୀତସଂହିତା 61 in ଓଡିଆ ବାଇବେଲ