Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 62

ଗୀତସଂହିତା 62:1-5

Help us?
Click on verse(s) to share them!
1ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନର ରୀତି ଅନୁସାରେ ଦାଉଦଙ୍କର ଗୀତ। ମୋହର ପ୍ରାଣ କେବଳ ପରମେଶ୍ୱରଙ୍କର ଅପେକ୍ଷା କରେ; ତାହାଙ୍କଠାରୁ ମୋହର ପରିତ୍ରାଣ ଆସେ।
2କେବଳ ସେ ମୋହର ଶୈଳ ଓ ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ଅତିଶୟ ବିଚଳିତ ନୋହିବି।
3ନଇଁ ପଡ଼ିଥିବା କାନ୍ଥ ଓ ଟଳଟଳ ପ୍ରାଚୀର ତୁଲ୍ୟ ଜଣେ ମନୁଷ୍ୟକୁ ବଧ କରିବା ପାଇଁ ତୁମ୍ଭେ ସମସ୍ତେ କେତେ କାଳ ଲାଗିଥିବ ?
4ସେମାନେ କେବଳ ତାହାର ଉଚ୍ଚ ପଦରୁ ତାହାକୁ ନିପାତ କରିବାକୁ ମନ୍ତ୍ରଣା କରନ୍ତି; ସେମାନେ ମିଥ୍ୟା କଥାରେ ସନ୍ତୁଷ୍ଟ; ସେମାନେ ମୁଖରେ ଆଶୀର୍ବାଦ କରନ୍ତି, ମାତ୍ର ଅନ୍ତରରେ ଅଭିଶାପ ଦିଅନ୍ତି। ସେଲା
5ହେ ମୋହର ପ୍ରାଣ, କେବଳ ପରମେଶ୍ୱରଙ୍କର ଅପେକ୍ଷା କର; କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ।

Read ଗୀତସଂହିତା 62ଗୀତସଂହିତା 62
Compare ଗୀତସଂହିତା 62:1-5ଗୀତସଂହିତା 62:1-5