Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 62

ଗୀତସଂହିତା 62:5-7

Help us?
Click on verse(s) to share them!
5ହେ ମୋହର ପ୍ରାଣ, କେବଳ ପରମେଶ୍ୱରଙ୍କର ଅପେକ୍ଷା କର; କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ।
6କେବଳ ସେ ମୋହର ଶୈଳ ଓ ମୋହର ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ବିଚଳିତ ନୋହିବି।
7ମୋହର ପରିତ୍ରାଣ ଓ ମୋହର ଗୌରବ ପରମେଶ୍ୱରଙ୍କଠାରେ ଅଛି; ମୋ’ ବଳର ଶୈଳ ଓ ମୋହର ଆଶ୍ରୟ ପରମେଶ୍ୱରଙ୍କଠାରେ ଅଛି।

Read ଗୀତସଂହିତା 62ଗୀତସଂହିତା 62
Compare ଗୀତସଂହିତା 62:5-7ଗୀତସଂହିତା 62:5-7