Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 62

ଗୀତସଂହିତା 62:8-10

Help us?
Click on verse(s) to share them!
8ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। ସେଲା
9ନିଶ୍ଚୟ ସାମାନ୍ୟ ଲୋକେ ଅସାର ଓ ମାନ୍ୟ ଲୋକେ ମିଥ୍ୟା; ତୌଲରେ ସେମାନେ ଉପରକୁ ଉଠିବେ; ସେମାନେ ସମସ୍ତେ ଅସାରରୁ ଲଘୁ।
10ଦୌରାତ୍ମ୍ୟରେ ନିର୍ଭର ରଖ ନାହିଁ ଓ ଅପହରଣରେ ଦର୍ପୀ ହୁଅ ନାହିଁ; ଧନ ବଢ଼ିଲେ ତହିଁରେ ମନ ଦିଅ ନାହିଁ।

Read ଗୀତସଂହିତା 62ଗୀତସଂହିତା 62
Compare ଗୀତସଂହିତା 62:8-10ଗୀତସଂହିତା 62:8-10