Text copied!
Bibles in Odia

ଗୀତସଂହିତା 62:8-10 in Odia

Help us?

ଗୀତସଂହିତା 62:8-10 in ଓଡିଆ ବାଇବେଲ

8 ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। ସେଲା
9 ନିଶ୍ଚୟ ସାମାନ୍ୟ ଲୋକେ ଅସାର ଓ ମାନ୍ୟ ଲୋକେ ମିଥ୍ୟା; ତୌଲରେ ସେମାନେ ଉପରକୁ ଉଠିବେ; ସେମାନେ ସମସ୍ତେ ଅସାରରୁ ଲଘୁ।
10 ଦୌରାତ୍ମ୍ୟରେ ନିର୍ଭର ରଖ ନାହିଁ ଓ ଅପହରଣରେ ଦର୍ପୀ ହୁଅ ନାହିଁ; ଧନ ବଢ଼ିଲେ ତହିଁରେ ମନ ଦିଅ ନାହିଁ।
ଗୀତସଂହିତା 62 in ଓଡିଆ ବାଇବେଲ