9ମାତ୍ର ଯେଉଁମାନେ ମୋ’ ପ୍ରାଣନାଶର ଚେଷ୍ଟା କରନ୍ତି, ସେମାନେ ପୃଥିବୀର ଅଧଃସ୍ଥାନକୁ ଯିବେ।
10ସେମାନେ ଖଡ୍ଗର ପରାକ୍ରମରେ ସମର୍ପିତ ହେବେ; ସେମାନେ ଶୃଗାଳର ଖାଦ୍ୟ ହେବେ।
11ମାତ୍ର ରାଜା ପରମେଶ୍ୱରଙ୍କଠାରେ ଆନନ୍ଦ କରିବେ; ତାହାଙ୍କ ନାମରେ ଶପଥକାରୀ ପ୍ରତ୍ୟେକ ଲୋକ ଦର୍ପ କରିବେ; କାରଣ ମିଥ୍ୟାବାଦୀମାନଙ୍କ ମୁଖ ରୁଦ୍ଧ ହେବ।