Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 64

ଗୀତସଂହିତା 64:6-10

Help us?
Click on verse(s) to share them!
6ସେମାନେ ଅଧର୍ମ କଳ୍ପନା କରନ୍ତି; “ଆମ୍ଭେମାନେ ଯତ୍ନପୂର୍ବକ କଳ୍ପନା ସିଦ୍ଧ କରିଅଛୁ” ବୋଲି ସେମାନେ କହନ୍ତି; ଆଉ, ପ୍ରତ୍ୟେକର ଆନ୍ତରିକ ଭାବ ଓ ହୃଦୟ ଗଭୀର।
7ମାତ୍ର ପରମେଶ୍ୱର ସେମାନଙ୍କ ପ୍ରତି ତୀର ନିକ୍ଷେପ କରିବେ; ସେଥିରେ ସେମାନେ ହଠାତ୍‍ ଆହତ ହେବେ।
8ଏହିରୂପେ ସେମାନେ ନିପାତିତ ହେବେ, ସେମାନଙ୍କ ନିଜ ଜିହ୍ୱା ସେମାନଙ୍କର ବିପକ୍ଷ ହେବ; ସେମାନଙ୍କୁ ଦେଖିବା ଲୋକ ସମସ୍ତେ ମୁଣ୍ଡ ହଲାଇବେ;
9ପୁଣି, ସକଳ ମନୁଷ୍ୟ ଭୟ କରିବେ, ସେମାନେ ପରମେଶ୍ୱରଙ୍କ କର୍ମ ପ୍ରକାଶ କରିବେ ଓ ତାହାଙ୍କର କ୍ରିୟା ସୁବିବେଚନା କରିବେ।
10ଧାର୍ମିକ ଲୋକ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ ଓ ତାହାଙ୍କର ଶରଣାଗତ ହେବ। ପୁଣି, ସରଳାନ୍ତଃକରଣ ସମସ୍ତେ ସଦାପ୍ରଭୁଙ୍କଠାରେ ପ୍ରଶଂସା କରିବେ।

Read ଗୀତସଂହିତା 64ଗୀତସଂହିତା 64
Compare ଗୀତସଂହିତା 64:6-10ଗୀତସଂହିତା 64:6-10