8ଏହିରୂପେ ସେମାନେ ନିପାତିତ ହେବେ, ସେମାନଙ୍କ ନିଜ ଜିହ୍ୱା ସେମାନଙ୍କର ବିପକ୍ଷ ହେବ; ସେମାନଙ୍କୁ ଦେଖିବା ଲୋକ ସମସ୍ତେ ମୁଣ୍ଡ ହଲାଇବେ;
9ପୁଣି, ସକଳ ମନୁଷ୍ୟ ଭୟ କରିବେ, ସେମାନେ ପରମେଶ୍ୱରଙ୍କ କର୍ମ ପ୍ରକାଶ କରିବେ ଓ ତାହାଙ୍କର କ୍ରିୟା ସୁବିବେଚନା କରିବେ।
10ଧାର୍ମିକ ଲୋକ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ ଓ ତାହାଙ୍କର ଶରଣାଗତ ହେବ। ପୁଣି, ସରଳାନ୍ତଃକରଣ ସମସ୍ତେ ସଦାପ୍ରଭୁଙ୍କଠାରେ ପ୍ରଶଂସା କରିବେ।