Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 65

ଗୀତସଂହିତା 65:10-13

Help us?
Click on verse(s) to share them!
10ତୁମ୍ଭେ ବହୁଳ ରୂପେ ତାହାର ଶିଆରରେ ଜଳ ସେଚନ କରିଥାଅ; ତୁମ୍ଭେ ତହିଁର ହିଡ଼ସବୁ ସ୍ଥିର କରିଥାଅ; ତୁମ୍ଭେ ବୃଷ୍ଟିରେ ତାହାକୁ କୋମଳ କରିଥାଅ; ତୁମ୍ଭେ ତହିଁର ଅଙ୍କୁରକୁ ଆଶୀର୍ବାଦ କରିଥାଅ;
11ତୁମ୍ଭେ ଆପଣା ମଙ୍ଗଳ ଭାବରେ ବର୍ଷକୁ ମୁକୁଟ ପିନ୍ଧାଇ ଥାଅ ଓ ତୁମ୍ଭ ପଥସବୁ ପୁଷ୍ଟତା କ୍ଷରଣ କରେ।
12ତାହା ପ୍ରାନ୍ତରସ୍ଥ ଚରାସ୍ଥାନ ଉପରେ କ୍ଷରେ ଓ ଗିରିଗଣ ଆନନ୍ଦରୂପ କଟିବନ୍ଧନ ପାଆନ୍ତି।
13ଚରାସ୍ଥାନସବୁ ମେଷପଲରେ ଭୂଷିତ ହୁଅନ୍ତି; ମଧ୍ୟ ଉପତ୍ୟକାସକଳ ଶସ୍ୟରେ ଆଚ୍ଛନ୍ନ ହୁଅନ୍ତି; ସେମାନେ ଜୟଧ୍ୱନି କରନ୍ତି, ମଧ୍ୟ ସେମାନେ ଗାନ କରନ୍ତି।

Read ଗୀତସଂହିତା 65ଗୀତସଂହିତା 65
Compare ଗୀତସଂହିତା 65:10-13ଗୀତସଂହିତା 65:10-13