Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 65

ଗୀତସଂହିତା 65:12-13

Help us?
Click on verse(s) to share them!
12ତାହା ପ୍ରାନ୍ତରସ୍ଥ ଚରାସ୍ଥାନ ଉପରେ କ୍ଷରେ ଓ ଗିରିଗଣ ଆନନ୍ଦରୂପ କଟିବନ୍ଧନ ପାଆନ୍ତି।
13ଚରାସ୍ଥାନସବୁ ମେଷପଲରେ ଭୂଷିତ ହୁଅନ୍ତି; ମଧ୍ୟ ଉପତ୍ୟକାସକଳ ଶସ୍ୟରେ ଆଚ୍ଛନ୍ନ ହୁଅନ୍ତି; ସେମାନେ ଜୟଧ୍ୱନି କରନ୍ତି, ମଧ୍ୟ ସେମାନେ ଗାନ କରନ୍ତି।

Read ଗୀତସଂହିତା 65ଗୀତସଂହିତା 65
Compare ଗୀତସଂହିତା 65:12-13ଗୀତସଂହିତା 65:12-13