Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 65

ଗୀତସଂହିତା 65:3-4

Help us?
Click on verse(s) to share them!
3ଅପରାଧ ମୋ’ ଉପରେ ପ୍ରବଳ ହୁଏ; ତୁମ୍ଭେ ଆମ୍ଭମାନଙ୍କ ଅଧର୍ମ ମାର୍ଜନା କରିବ।
4ତୁମ୍ଭେ ଯାହାକୁ ତୁମ୍ଭ ପ୍ରାଙ୍ଗଣରେ ବାସ କରିବା ପାଇଁ ମନୋନୀତ କର ଓ ଆପଣା ନିକଟକୁ ଆସିବାକୁ ଦିଅ, ସେ ଲୋକ ଧନ୍ୟ; ଆମ୍ଭେମାନେ ତୁମ୍ଭ ଗୃହର, ଅର୍ଥାତ୍‍, ତୁମ୍ଭ ମନ୍ଦିରର ପବିତ୍ର ସ୍ଥାନର ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହେବା।

Read ଗୀତସଂହିତା 65ଗୀତସଂହିତା 65
Compare ଗୀତସଂହିତା 65:3-4ଗୀତସଂହିତା 65:3-4