Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 65

ଗୀତସଂହିତା 65:3-6

Help us?
Click on verse(s) to share them!
3ଅପରାଧ ମୋ’ ଉପରେ ପ୍ରବଳ ହୁଏ; ତୁମ୍ଭେ ଆମ୍ଭମାନଙ୍କ ଅଧର୍ମ ମାର୍ଜନା କରିବ।
4ତୁମ୍ଭେ ଯାହାକୁ ତୁମ୍ଭ ପ୍ରାଙ୍ଗଣରେ ବାସ କରିବା ପାଇଁ ମନୋନୀତ କର ଓ ଆପଣା ନିକଟକୁ ଆସିବାକୁ ଦିଅ, ସେ ଲୋକ ଧନ୍ୟ; ଆମ୍ଭେମାନେ ତୁମ୍ଭ ଗୃହର, ଅର୍ଥାତ୍‍, ତୁମ୍ଭ ମନ୍ଦିରର ପବିତ୍ର ସ୍ଥାନର ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହେବା।
5ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ତୁମ୍ଭେ ଭୟାନକ କ୍ରିୟା ଦ୍ୱାରା ଧର୍ମରେ ଆମ୍ଭମାନଙ୍କୁ ଉତ୍ତର ଦେବ; ତୁମ୍ଭେ ପୃଥିବୀର ପ୍ରାନ୍ତନିବାସୀ ଓ ଦୂରବର୍ତ୍ତୀ ସମୁଦ୍ରବାସୀ ସମସ୍ତଙ୍କର ବିଶ୍ୱାସଭୂମି ଅଟ।
6ତୁମ୍ଭେ ପରାକ୍ରମରେ କଟି ବାନ୍ଧି ସ୍ୱଶକ୍ତିରେ ପର୍ବତଗଣକୁ ଦୃଢ଼ ରୂପେ ସ୍ଥାପନ କରିଥାଅ;

Read ଗୀତସଂହିତା 65ଗୀତସଂହିତା 65
Compare ଗୀତସଂହିତା 65:3-6ଗୀତସଂହିତା 65:3-6