Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 66

ଗୀତସଂହିତା 66:11-12

Help us?
Click on verse(s) to share them!
11ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ, ତୁମ୍ଭେ ଆମ୍ଭମାନଙ୍କ କଟିଦେଶରେ ଭାରୀ ବୋଝ ଥୋଇଅଛ।
12ତୁମ୍ଭେ ଆମ୍ଭମାନଙ୍କ ମସ୍ତକ ଉପରେ ଲୋକମାନଙ୍କୁ ଚଢ଼ିବାକୁ ଦେଇଅଛ; ଆମ୍ଭେମାନେ ଅଗ୍ନି ଓ ଜଳ ମଧ୍ୟଦେଇ ଗମନ କଲୁ; ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ଧନାଢ଼୍ୟ ସ୍ଥାନକୁ ଆଣିଅଛ।

Read ଗୀତସଂହିତା 66ଗୀତସଂହିତା 66
Compare ଗୀତସଂହିତା 66:11-12ଗୀତସଂହିତା 66:11-12