Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 66

ଗୀତସଂହିତା 66:18-20

Help us?
Click on verse(s) to share them!
18ଯଦି ମୁଁ ମନ ମଧ୍ୟରେ ଅଧର୍ମକୁ ଆଦର କରେ, ତେବେ ପ୍ରଭୁ ମୋ’ କଥା ଶୁଣିବେ ନାହିଁ;
19ମାତ୍ର ନିଶ୍ଚୟ ପରମେଶ୍ୱର ମୋ’ କଥା ଶୁଣିଅଛନ୍ତି, ସେ ମୋ’ ପ୍ରାର୍ଥନାର ରବରେ ମନୋଯୋଗ କରିଅଛନ୍ତି।
20ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ମୋହର ପ୍ରାର୍ଥନା କିଅବା ମୋ’ଠାରୁ ଆପଣା ଦୟା ଦୂର କରି ନାହାନ୍ତି।

Read ଗୀତସଂହିତା 66ଗୀତସଂହିତା 66
Compare ଗୀତସଂହିତା 66:18-20ଗୀତସଂହିତା 66:18-20