Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 68

ଗୀତସଂହିତା 68:12-14

Help us?
Click on verse(s) to share them!
12ସୈନ୍ୟଶ୍ରେଣୀର ରାଜାଗଣ ପଳାୟନ କରନ୍ତି, ସେମାନେ ପଳାୟନ କରନ୍ତି; ପୁଣି, ଗୃହସ୍ଥିତା ସ୍ତ୍ରୀ ଲୁଟଦ୍ରବ୍ୟ ବିଭାଗ କରେ।
13ଯେଉଁ କପୋତର ହରିତ୍‍ ସୁବର୍ଣ୍ଣ-ମଣ୍ଡିତ ଡେଣା, ତାହାର ରୌପ୍ୟ-ମଣ୍ଡିତ ପରସବୁ ପରି ତୁମ୍ଭେମାନେ କି ମେଷଶାଳା ମଧ୍ୟରେ ଶୟନ କରିବ ?
14ସଲମୋନ୍‍ରେ ହିମପାତ ବେଳେ ଯେପରି, ସର୍ବଶକ୍ତିମାନ ଦେଶରେ ରାଜାମାନଙ୍କୁ ଛିନ୍ନଭିନ୍ନ କଲା ବେଳେ ସେପରି ହେଲା।

Read ଗୀତସଂହିତା 68ଗୀତସଂହିତା 68
Compare ଗୀତସଂହିତା 68:12-14ଗୀତସଂହିତା 68:12-14