Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 68

ଗୀତସଂହିତା 68:13-15

Help us?
Click on verse(s) to share them!
13ଯେଉଁ କପୋତର ହରିତ୍‍ ସୁବର୍ଣ୍ଣ-ମଣ୍ଡିତ ଡେଣା, ତାହାର ରୌପ୍ୟ-ମଣ୍ଡିତ ପରସବୁ ପରି ତୁମ୍ଭେମାନେ କି ମେଷଶାଳା ମଧ୍ୟରେ ଶୟନ କରିବ ?
14ସଲମୋନ୍‍ରେ ହିମପାତ ବେଳେ ଯେପରି, ସର୍ବଶକ୍ତିମାନ ଦେଶରେ ରାଜାମାନଙ୍କୁ ଛିନ୍ନଭିନ୍ନ କଲା ବେଳେ ସେପରି ହେଲା।
15ବାଶନର ପର୍ବତ ପରମେଶ୍ୱରଙ୍କ ପର୍ବତ; ବାଶନର ପର୍ବତ ଏକ ଉଚ୍ଚ ପର୍ବତ।

Read ଗୀତସଂହିତା 68ଗୀତସଂହିତା 68
Compare ଗୀତସଂହିତା 68:13-15ଗୀତସଂହିତା 68:13-15