Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 68

ଗୀତସଂହିତା 68:15-17

Help us?
Click on verse(s) to share them!
15ବାଶନର ପର୍ବତ ପରମେଶ୍ୱରଙ୍କ ପର୍ବତ; ବାଶନର ପର୍ବତ ଏକ ଉଚ୍ଚ ପର୍ବତ।
16ହେ ଉଚ୍ଚ ପର୍ବତଗଣ, ପରମେଶ୍ୱର ଆପଣା ନିବାସ ନିମନ୍ତେ ଯେଉଁ ପର୍ବତ ବାଞ୍ଛା କରିଅଛନ୍ତି, ତହିଁ ପ୍ରତି ତୁମ୍ଭେମାନେ କାହିଁକି କୁଟିଳ ଦୃଷ୍ଟି କରୁଅଛ ? ଅବଶ୍ୟ ସଦାପ୍ରଭୁ ତହିଁରେ ସଦାକାଳ ବାସ କରିବେ।
17ପରମେଶ୍ୱରଙ୍କର ରଥ ଅୟୁତ ଅୟୁତ ଓ ଲକ୍ଷ ଲକ୍ଷ; ଯେପରି ପ୍ରଭୁ ଆପଣା ପବିତ୍ର ସ୍ଥାନ ସୀନୟରେ, ସେପରି ସେସବୁର ମଧ୍ୟରେ ଅଛନ୍ତି।

Read ଗୀତସଂହିତା 68ଗୀତସଂହିତା 68
Compare ଗୀତସଂହିତା 68:15-17ଗୀତସଂହିତା 68:15-17