Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 68

ଗୀତସଂହିତା 68:19-22

Help us?
Click on verse(s) to share them!
19ଯେଉଁ ପ୍ରଭୁ ଦିନକୁ ଦିନ ଆମ୍ଭମାନଙ୍କ ଭାର ବହନ୍ତି, ସେ ଧନ୍ୟ ହେଉନ୍ତୁ; ସେହି ପରମେଶ୍ୱର ଆମ୍ଭମାନଙ୍କର ପରିତ୍ରାଣ। ସେଲା
20ପରମେଶ୍ୱର ଆମ୍ଭମାନଙ୍କ ପକ୍ଷରେ ଉଦ୍ଧାରସାଧକ ପରମେଶ୍ୱର ଅଟନ୍ତି; ଓ ମୃତ୍ୟୁୁରୁ ରକ୍ଷା ଯିହୋବାଃ ପ୍ରଭୁଙ୍କର ଅଧୀନ।
21ମାତ୍ର ପରମେଶ୍ୱର ଆପଣା ଶତ୍ରୁମାନଙ୍କ ମସ୍ତକ ଓ ଯେଉଁ ଜନ ନିଜ ଅପରାଧରେ ଅଗ୍ରସର, ତାହାର କେଶଯୁକ୍ତ କପାଳ ବିନ୍ଧି ପକାଇବେ।
22ପ୍ରଭୁ କହିଲେ, “ଆମ୍ଭେ ବାଶନରୁ ପୁନର୍ବାର ଆଣିବା, ଆମ୍ଭେ ସମୁଦ୍ରର ଗଭୀର ସ୍ଥଳରୁ ପୁନର୍ବାର ସେମାନଙ୍କୁ ଆଣିବା;

Read ଗୀତସଂହିତା 68ଗୀତସଂହିତା 68
Compare ଗୀତସଂହିତା 68:19-22ଗୀତସଂହିତା 68:19-22