Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 68

ଗୀତସଂହିତା 68:21-23

Help us?
Click on verse(s) to share them!
21ମାତ୍ର ପରମେଶ୍ୱର ଆପଣା ଶତ୍ରୁମାନଙ୍କ ମସ୍ତକ ଓ ଯେଉଁ ଜନ ନିଜ ଅପରାଧରେ ଅଗ୍ରସର, ତାହାର କେଶଯୁକ୍ତ କପାଳ ବିନ୍ଧି ପକାଇବେ।
22ପ୍ରଭୁ କହିଲେ, “ଆମ୍ଭେ ବାଶନରୁ ପୁନର୍ବାର ଆଣିବା, ଆମ୍ଭେ ସମୁଦ୍ରର ଗଭୀର ସ୍ଥଳରୁ ପୁନର୍ବାର ସେମାନଙ୍କୁ ଆଣିବା;
23ତହିଁରେ ତୁମ୍ଭେ ରକ୍ତରେ ଆପଣା ଚରଣ ବୁଡ଼ାଇବ, ତୁମ୍ଭ କୁକ୍କୁରଗଣର ଜିହ୍ୱା ତୁମ୍ଭ ଶତ୍ରୁମାନଙ୍କଠାରୁ ଅଂଶ ପାଇବ।”

Read ଗୀତସଂହିତା 68ଗୀତସଂହିତା 68
Compare ଗୀତସଂହିତା 68:21-23ଗୀତସଂହିତା 68:21-23