Text copied!
Bibles in Odia

ଗୀତସଂହିତା 68:23-24 in Odia

Help us?

ଗୀତସଂହିତା 68:23-24 in ଓଡିଆ ବାଇବେଲ

23 ତହିଁରେ ତୁମ୍ଭେ ରକ୍ତରେ ଆପଣା ଚରଣ ବୁଡ଼ାଇବ, ତୁମ୍ଭ କୁକ୍କୁରଗଣର ଜିହ୍ୱା ତୁମ୍ଭ ଶତ୍ରୁମାନଙ୍କଠାରୁ ଅଂଶ ପାଇବ।”
24 ହେ ପରମେଶ୍ୱର, ଲୋକମାନେ ତୁମ୍ଭର ଗତି, ଅର୍ଥାତ୍‍, ପବିତ୍ର ସ୍ଥାନକୁ ଆମ୍ଭ ପରମେଶ୍ୱର ଆମ୍ଭ ରାଜାଙ୍କ ଗତି ଦେଖିଅଛନ୍ତି।
ଗୀତସଂହିତା 68 in ଓଡିଆ ବାଇବେଲ