Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 68

ଗୀତସଂହିତା 68:3-4

Help us?
Click on verse(s) to share them!
3ମାତ୍ର ଧାର୍ମିକମାନେ ଆନନ୍ଦିତ ହେଉନ୍ତୁ; ସେମାନେ ପରମେଶ୍ୱରଙ୍କ ସମ୍ମୁଖରେ ଉଲ୍ଲାସ କରନ୍ତୁ; ହଁ, ସେମାନେ ଆନନ୍ଦରେ ପ୍ରଫୁଲ୍ଲ ହେଉନ୍ତୁ।
4ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ନାମରେ ପ୍ରଶଂସା ଗାନ କର; ଯେ ବାହନରେ ମରୁଭୂମି ଦେଇ ଆସୁଅଛନ୍ତି, ତାହାଙ୍କ ପାଇଁ ରାଜପଥ ପ୍ରସ୍ତୁତ କର; ତାହାଙ୍କ ନାମ ସଦାପ୍ରଭୁ; ତୁମ୍ଭେମାନେ ତାହାଙ୍କ ସାକ୍ଷାତରେ ଉଲ୍ଲାସ କର।

Read ଗୀତସଂହିତା 68ଗୀତସଂହିତା 68
Compare ଗୀତସଂହିତା 68:3-4ଗୀତସଂହିତା 68:3-4