Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 68

ଗୀତସଂହିତା 68:30-32

Help us?
Click on verse(s) to share them!
30ନଳବନସ୍ଥ ବନ୍ୟ ପଶୁକୁ, ଗୋଷ୍ଠୀବର୍ଗରୂପ ଗୋବତ୍ସଗଣ ସହିତ ବୃଷସମୂହକୁ ଭର୍ତ୍ସନା କରି ରୌପ୍ୟଖଣ୍ଡସବୁ ପଦ ତଳେ ଦଳି ପକାଅ; ସେ ଯୁଦ୍ଧପ୍ରିୟ ଗୋଷ୍ଠୀବର୍ଗକୁ ଛିନ୍ନଭିନ୍ନ କରିଅଛନ୍ତି।
31ମିସର ଦେଶରୁ ଅଧିପତିମାନେ ଆସିବେ; କୂଶ ପରମେଶ୍ୱରଙ୍କ ପ୍ରତି ହସ୍ତ ପ୍ରସାରିବାକୁ ଚଞ୍ଚଳ ହେବ।
32ହେ ପୃଥିବୀସ୍ଥ ରାଜ୍ୟସମୂହ, ତୁମ୍ଭେମାନେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ କର; ପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ସେଲା

Read ଗୀତସଂହିତା 68ଗୀତସଂହିତା 68
Compare ଗୀତସଂହିତା 68:30-32ଗୀତସଂହିତା 68:30-32