Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 68

ଗୀତସଂହିତା 68:31-35

Help us?
Click on verse(s) to share them!
31ମିସର ଦେଶରୁ ଅଧିପତିମାନେ ଆସିବେ; କୂଶ ପରମେଶ୍ୱରଙ୍କ ପ୍ରତି ହସ୍ତ ପ୍ରସାରିବାକୁ ଚଞ୍ଚଳ ହେବ।
32ହେ ପୃଥିବୀସ୍ଥ ରାଜ୍ୟସମୂହ, ତୁମ୍ଭେମାନେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ କର; ପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ସେଲା
33ଯେ ଆଦିକାଳୀନ ଉଚ୍ଚତମ ସ୍ୱର୍ଗରେ ଆରୋହଣ କରନ୍ତି, ତାହାଙ୍କ ଉଦ୍ଦେଶ୍ୟରେ ଗାନ କର; ଦେଖ, ସେ ଆପଣା ରବ, ବିକ୍ରମପୂର୍ଣ୍ଣ ରବ ଉଚ୍ଚାରଣ କରନ୍ତି।
34ତୁମ୍ଭେମାନେ ପରମେଶ୍ୱରଙ୍କ ପରାକ୍ରମ କୀର୍ତ୍ତନ କର; ତାହାଙ୍କ ମହିମା ଇସ୍ରାଏଲ ଉପରେ ଓ ତାହାଙ୍କ ପରାକ୍ରମ ଆକାଶମଣ୍ଡଳରେ ରହିଅଛି।
35ହେ ପରମେଶ୍ୱର, ତୁମ୍ଭେ ଆପଣା ପବିତ୍ର ଧାମରେ ଭୟଙ୍କର ଅଟ; ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କୁ ବଳ ଓ ପରାକ୍ରମ ଦିଅନ୍ତି। ପରମେଶ୍ୱର ଧନ୍ୟ ହେଉନ୍ତୁ।

Read ଗୀତସଂହିତା 68ଗୀତସଂହିତା 68
Compare ଗୀତସଂହିତା 68:31-35ଗୀତସଂହିତା 68:31-35