Text copied!
Bibles in Odia

ଗୀତସଂହିତା 68:32-34 in Odia

Help us?

ଗୀତସଂହିତା 68:32-34 in ଓଡିଆ ବାଇବେଲ

32 ହେ ପୃଥିବୀସ୍ଥ ରାଜ୍ୟସମୂହ, ତୁମ୍ଭେମାନେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ କର; ପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ସେଲା
33 ଯେ ଆଦିକାଳୀନ ଉଚ୍ଚତମ ସ୍ୱର୍ଗରେ ଆରୋହଣ କରନ୍ତି, ତାହାଙ୍କ ଉଦ୍ଦେଶ୍ୟରେ ଗାନ କର; ଦେଖ, ସେ ଆପଣା ରବ, ବିକ୍ରମପୂର୍ଣ୍ଣ ରବ ଉଚ୍ଚାରଣ କରନ୍ତି।
34 ତୁମ୍ଭେମାନେ ପରମେଶ୍ୱରଙ୍କ ପରାକ୍ରମ କୀର୍ତ୍ତନ କର; ତାହାଙ୍କ ମହିମା ଇସ୍ରାଏଲ ଉପରେ ଓ ତାହାଙ୍କ ପରାକ୍ରମ ଆକାଶମଣ୍ଡଳରେ ରହିଅଛି।
ଗୀତସଂହିତା 68 in ଓଡିଆ ବାଇବେଲ