Text copied!
Bibles in Odia

ଗୀତସଂହିତା 68:4-6 in Odia

Help us?

ଗୀତସଂହିତା 68:4-6 in ଓଡିଆ ବାଇବେଲ

4 ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ନାମରେ ପ୍ରଶଂସା ଗାନ କର; ଯେ ବାହନରେ ମରୁଭୂମି ଦେଇ ଆସୁଅଛନ୍ତି, ତାହାଙ୍କ ପାଇଁ ରାଜପଥ ପ୍ରସ୍ତୁତ କର; ତାହାଙ୍କ ନାମ ସଦାପ୍ରଭୁ; ତୁମ୍ଭେମାନେ ତାହାଙ୍କ ସାକ୍ଷାତରେ ଉଲ୍ଲାସ କର।
5 ପରମେଶ୍ୱର ଆପଣା ପବିତ୍ର ବାସସ୍ଥାନରେ ପିତୃହୀନମାନଙ୍କର ପିତା ଓ ବିଧବାମାନଙ୍କର ସୁରକ୍ଷାକର୍ତ୍ତା ଅଟନ୍ତି।
6 ପରମେଶ୍ୱର ସଙ୍ଗୀହୀନମାନଙ୍କୁ ପରିବାର ମଧ୍ୟରେ ସ୍ଥାପନ କରନ୍ତି; ସେ ବନ୍ଦୀଗଣକୁ ବାହାର କରି କୁଶଳରେ ରଖନ୍ତି; ମାତ୍ର ବିଦ୍ରୋହୀମାନେ ଶୁଷ୍କଭୂମିରେ ବାସ କରନ୍ତି।
ଗୀତସଂହିତା 68 in ଓଡିଆ ବାଇବେଲ