Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 68

ଗୀତସଂହିତା 68:5-6

Help us?
Click on verse(s) to share them!
5ପରମେଶ୍ୱର ଆପଣା ପବିତ୍ର ବାସସ୍ଥାନରେ ପିତୃହୀନମାନଙ୍କର ପିତା ଓ ବିଧବାମାନଙ୍କର ସୁରକ୍ଷାକର୍ତ୍ତା ଅଟନ୍ତି।
6ପରମେଶ୍ୱର ସଙ୍ଗୀହୀନମାନଙ୍କୁ ପରିବାର ମଧ୍ୟରେ ସ୍ଥାପନ କରନ୍ତି; ସେ ବନ୍ଦୀଗଣକୁ ବାହାର କରି କୁଶଳରେ ରଖନ୍ତି; ମାତ୍ର ବିଦ୍ରୋହୀମାନେ ଶୁଷ୍କଭୂମିରେ ବାସ କରନ୍ତି।

Read ଗୀତସଂହିତା 68ଗୀତସଂହିତା 68
Compare ଗୀତସଂହିତା 68:5-6ଗୀତସଂହିତା 68:5-6