Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 68

ଗୀତସଂହିତା 68:6-8

Help us?
Click on verse(s) to share them!
6ପରମେଶ୍ୱର ସଙ୍ଗୀହୀନମାନଙ୍କୁ ପରିବାର ମଧ୍ୟରେ ସ୍ଥାପନ କରନ୍ତି; ସେ ବନ୍ଦୀଗଣକୁ ବାହାର କରି କୁଶଳରେ ରଖନ୍ତି; ମାତ୍ର ବିଦ୍ରୋହୀମାନେ ଶୁଷ୍କଭୂମିରେ ବାସ କରନ୍ତି।
7ହେ ପରମେଶ୍ୱର, ତୁମ୍ଭେ ଆପଣା ଲୋକମାନଙ୍କ ଆଗରେ ଯିବା ବେଳେ, ତୁମ୍ଭେ ପ୍ରାନ୍ତର ଦେଇ ଯାତ୍ରା କରିବା ବେଳେ, ସେଲା
8ପୃଥିବୀ କମ୍ପିଲା, ପରମେଶ୍ୱରଙ୍କ ସାକ୍ଷାତରେ ଆକାଶମଣ୍ଡଳ ମଧ୍ୟ ବୃଷ୍ଟିପାତ କଲା; ସେହି ସୀନୟ ପରମେଶ୍ୱରଙ୍କର, ଇସ୍ରାଏଲର ପରମେଶ୍ୱରଙ୍କ ସାକ୍ଷାତରେ କମ୍ପିଲା।

Read ଗୀତସଂହିତା 68ଗୀତସଂହିତା 68
Compare ଗୀତସଂହିତା 68:6-8ଗୀତସଂହିତା 68:6-8